Amos 8:3 — Compare Translations
5 translations compared side by side
Odia - 1840
"ପୁଣି ମନ୍ଦିର ଗୀତ ଦୁଃଖପୂର୍ଣ୍ଣ ମୃତ୍ଯୁକାଳୀନ ସଙ୍ଗୀତ ରେ ପରିଣତ ହବେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଲେ: ସବୁ ସ୍ଥାନ ରେ ମୃତ ଶରୀର ପଡିରହିବ। ନୀରବ ରେ ଲୋକମାନେ ସହେି ଶବଗୁଡିକୁ ନଇେ ଏକ ସ୍ଥାନ ରେ ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ମନ୍ଦିରର ଗାନସକଳ ହାହାକାର ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମନ୍ଦିର ଗୀତ ଦୁଃଖପୂର୍ଣ୍ଣ ମୃତ୍ୟୁକାଳୀନ ସଙ୍ଗୀତରେ ପରିଣତ ହେବ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହିଲେ: “ସବୁ ସ୍ଥାନରେ ମୃତ ଶରୀର ପଡ଼ି ରହିବ। ନୀରବରେ ଲୋକମାନେ ସେହି ଶବଗୁଡ଼ିକୁ ନେଇ ଏକ ସ୍ଥାନରେ ପକାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ। ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି; “ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”