Amos 8:4 — Compare Translations
5 translations compared side by side
Odia - 1840
"ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ବ୍ୟବସାୟୀଗଣ କେବଳ ଅର୍ଥ ଉପାର୍ଜନରେ ଆଗ୍ରହୀ ମୋ’ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।