Amos 8:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ବ୍ଯବସାଯୀଗଣ କହୁଛ, କେତବେେଳେ ଅମାବାସ୍ଯା ଗତ ହବେ ଓ ଆମ୍ଭମାନେେ ଆମ୍ଭର ଶସ୍ଯ ବୀକ୍ରି କରିବୁ? ପୁଣି କେତବେେଳେ ବିଶ୍ରାମଦିନ ଗତ ହବେ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭମାନେେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ଯ ବୃଦ୍ଧି କରିବୁ। ଆମ୍ଭମାନେେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ-ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବ୍ୟବସାୟୀଗଣ କହୁଛ, “କେତେବେଳେ ଅମାବାସ୍ୟା ଗତ ହେବ ଓ ଆମ୍ଭେମାନେ ଆମ୍ଭର ଶସ୍ୟ ବୀକ୍ରି କରିବୁ? ପୁଣି କେତେବେଳେ ବିଶ୍ରାମ ଦିନ ଗତ ହେବ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭେମାନେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ୟ ବୃଦ୍ଧି କରିବୁ। ଆମ୍ଭେମାନେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?