Amos 8:6 — Compare Translations
5 translations compared side by side
Odia - 1840
"ଆଉ ଦରିଦ୍ର ଲୋକମାନେ ସମାନଙ୍କେର ଋଣ ପରିଶାଧେ କରିପାରିବେ ନାହିଁ, ତେଣୁ ଆମ୍ଭେ ସମାନଙ୍କେୁ କ୍ରୀତଦାସ ରୂପେ କିଣିବୁ। ସହେି ଅସହାୟ ଲୋକମାନଙ୍କୁ ଏକହଳ ପାଦୁକା ବଦଳ ରେ କିଣି ପାରିବୁ। ହାୟ! ପରିତ୍ଯକ୍ତ ଗହମ ପରି ସହେି ଦରିଦ୍ର ବ୍ଯକ୍ତିମାନଙ୍କୁ ବୀକ୍ରି କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଜ୍ୟ ଗହମ ବିକ୍ରୟ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦରିଦ୍ର ଲୋକମାନେ ସେମାନଙ୍କର ଋଣ ପରିଶୋଧ କରି ପାରିବେ ନାହିଁ, ତେଣୁ ଆମ୍ଭେ ସେମାନଙ୍କୁ କ୍ରୀତଦାସ ରୂପେ କିଣିବୁ। ସେହି ଅସହାୟ ଲୋକମାନଙ୍କୁ ଏକହଳ ପାଦୁକା ବଦଳରେ କିଣି ପାରିବୁ। ହାୟ! ପରିତ୍ୟକ୍ତ ଗହମ ପରି ସେହି ଦରିଦ୍ର ବ୍ୟକ୍ତିମାନଙ୍କୁ ବୀକ୍ରି କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”