Amos 8:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯାକୁବର ଗର୍ବକୁ ନଇେ ଶପଥ କରି କହିଲେ, ସହେି ଲୋକମାନେ ଯାହା କଲେ ଆମ୍ଭେ କବେେ ତାହା ପାଶୋରି ପାରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯାକୁବର ଗର୍ବକୁ ନେଇ ଶପଥ କରି କହିଲେ, “ସେହି ଲୋକମାନେ ଯାହା କଲେ ଆମ୍ଭେ କେବେ ତାହା ପାଶୋରି ପାରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।