Amos 8:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କହିଥିଲେ: ସଦେିନ ମଧ୍ଯାହ୍ନ ରେ ସୂର୍ୟ୍ଯଙ୍କୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନ ରେ ପୃଥିବୀକୁ ଅନ୍ଧକାରମଯ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା କହିଥିଲେ: “ସେଦିନ ମଧ୍ୟାହ୍ନରେ ସୂର୍ଯ୍ୟକୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନରେ ପୃଥିବୀକୁ ଅନ୍ଧକାରମୟ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।