Amos 9:1 — Compare Translations
5 translations compared side by side
Odia - 1840
"ସେ କହିଲେ, ମୁଁ ମାରେ ପ୍ରଭୁଙ୍କୁ ୟଜ୍ଞବଦେୀ ଉପ ରେ ଦଣ୍ତାଯମାନ ହବୋର ଦେଖିଲି। ସେ କହିଲେ, ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ବାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପ ରେ ପକାଅ। ଯଦି ଏଥିରୁ କହେି ବଞ୍ଚିବ ଆମ୍ଭେ ତାକୁ ଖଡ୍ଗ ରେ ଚ୍ଛଦନେ କରିବା। ଦୌଡି ୟାଇଥିବା ଲୋକ ମଧ୍ଯ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦର୍ଶନ ବେଦିରେ ଦଣ୍ଡାୟମାନ ସେ କହିଲେ, ମୁଁ ମୋର ପ୍ରଭୁଙ୍କୁ ଯଜ୍ଞବେଦି ଉପରେ ଦଣ୍ଡାୟମାନ ହେବାର ଦେଖିଲି। ସେ କହିଲେ, “ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ୱାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପରେ ପକାଅ। ଯଦି ଏଥିରୁ କେହି ବଞ୍ଚିବ ଆମ୍ଭେ ତାକୁ ଖଡ଼୍ଗରେ ଚ୍ଛେଦନ କରିବା। ଦୌଡ଼ି ଯାଇଥିବା ଲୋକ ମଧ୍ୟ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)