Amos 9:10 — Compare Translations

5 translations compared side by side

Odia - 1840
"ଆମ୍ଭ ଲୋକମାନଙ୍କ ମଧିଅରେ ପାପୀଗଣ କହିବେ, 'ଆମ୍ଭ ପ୍ରତି କିଛି ମନ୍ଦ ଘଟିବ ନାହିଁ।' କିନ୍ତୁ ସେ ସମସ୍ତ ଲୋକ ଖଡ୍ଗ ରେ ନିହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ଼୍‍ଗ ଦ୍ଵାରା ହତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭ ଲୋକମାନଙ୍କ ମଧ୍ୟରେ ପାପୀଗଣ କହିବେ, ‘ଆମ୍ଭ ପ୍ରତି କିଛି ମନ୍ଦ ଘଟିବ ନାହିଁ।’ କିନ୍ତୁ ସେ ସମସ୍ତ ଲୋକ ‌‌ଖ‌ଡ଼୍‌ଗରେ ନିହତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ‘ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ,’ ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।”