Amos 9:11 — Compare Translations
5 translations compared side by side
Odia - 1840
"ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥ ରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ବସ୍ତ ହାଇେଥିବା ଅଟ୍ଟାଳିକାଗୁଡିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡିକ ପୂର୍ବପରି ତମ୍ବୁ ନିର୍ମିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଆମ୍ଭେ ଦାଉଦର ପତିତ ତମ୍ଵୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା-ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ରାଜ୍ୟ ପୁନଃନିର୍ମାଣ ପାଇଁ ପ୍ରତିଜ୍ଞା କରନ୍ତି “ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
Odia IRV 2017 (ଓଡିଆ ବାଇବେଲ)
“ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;