Amos 9:12 — Compare Translations

5 translations compared side by side

Odia - 1840
"ତା'ପ ରେ ଇଦୋମର ଯାହାସବୁ ଛଡା ହାଇେଥିବ, ଆମ୍ଭ ଲୋକମାନେ ଅଧିକାର କରିବେ ଏବଂ ସମସ୍ତ ଜାତିଗୁଡିକ ଆମ୍ଭ ନାମ ନବେେ। ସଦାପ୍ରଭୁ ଏହା କହିବେ ଓ ସହେି ସମସ୍ତ ଘଟାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକି ଅଧିକାର କରିବେ, ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଦୋମର ଯାହାସବୁ ଛଡ଼ା ହୋଇଥିବ, ଆମ୍ଭ ଲୋକମାନେ ଅଧିକାର କରିବେ ଏବଂ ସମସ୍ତ ଜାତିଗୁଡ଼ିକ ଆମ୍ଭ ନାମ ନେବେ।” ସଦାପ୍ରଭୁ ଏହା କହିବେ ଓ ସେହି ସମସ୍ତ ଘଟାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।