Amos 9:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କୁହନ୍ତି, ସମୟ ଆସୁଛି ଯେତବେେଳେ ପ୍ରଚୁର ଅମଳ ହବେ ଏବଂ ତାହା ଶସ୍ଯ ଲଗାଇବା ସମୟ ପର୍ୟ୍ଯନ୍ତ ମଧ୍ଯ କ୍ଷେତ୍ର ରେ ଥିବ। ଏତେ ଦ୍ରାକ୍ଷାଫଳ ହବେ ଯେ, ନୂତନ ଦ୍ରାକ୍ଷାଲତା ଲଗାଇବା ସମୟ ପୂର୍ବରୁ ତଥାପି ଦ୍ରାକ୍ଷାରସ ପ୍ରସ୍ତୁତ ହାଇେ ପାରିବ ନାହିଁ। ଏବଂ ମଧୁର ଦ୍ରାକ୍ଷାରସ ପର୍ବତରୁ ବହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବାପକର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଆଉ ଉପପର୍ବତସକଳ ତରଳି ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କୁହନ୍ତି, “ସମୟ ଆସୁଛି ଯେତେବେଳେ ପ୍ରଚୁର ଅମଳ ହେବ ଏବଂ ତାହା ଶସ୍ୟ ଲଗାଇବା ସମୟ ପର୍ଯ୍ୟନ୍ତ ମଧ୍ୟ କ୍ଷେତ୍ରରେ ଥିବ। ଏତେ ଦ୍ରାକ୍ଷାଫଳ ହେବ ଯେ, ନୂତନ ଦ୍ରାକ୍ଷାଲତା ଲଗାଇବା ସମୟ ପୂର୍ବରୁ ତଥାପି ଦ୍ରାକ୍ଷାରସ ପ୍ରସ୍ତୁତ ହୋଇ ପାରିବ ନାହିଁ। ଏବଂ ମଧୁର ଦ୍ରାକ୍ଷାରସ ପର୍ବତରୁ ବହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।