Amos 9:14 — Compare Translations

5 translations compared side by side

Odia - 1840
"ଆମ୍ଭେ ଇଶ୍ରାୟେଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସମାନଙ୍କେୁ ସମାଙ୍କେର ଭୂମିକୁ ଫରୋଇ ଆଣିବା। ସମାନେେ ଧ୍ବଂସ ବିଧ୍ବଂସ ନଗରଗୁଡିକୁ ପୁନଃନିର୍ମାଣ କରିବେ ଏବଂ ସହେି ନଗରୀ ରେ ବାସ କରିବେ। ସମାନେେ ଦ୍ରାକ୍ଷାବୃକ୍ଷ କ୍ଷତେ ରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସଠାେକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସମାନେେ ମଧ୍ଯ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ଯକୁ ଭକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ଵଂସିତ ନଗରସବୁ ପୁନର୍ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।