Amos 9:15 — Compare Translations

5 translations compared side by side

Odia - 1840
"ଆମ୍ଭେ ଆପଣା ଲୋକମାନଙ୍କୁ ତାଙ୍କ ନିଜ ଭୂମିରେ ସ୍ଥାପନ କରିବା। ଆମ୍ଭେ ଯେଉଁ ଭୂମି ସମାନଙ୍କେୁ ଦଇେଛୁ, ସମାନେେ ଯେପରି ତାଙ୍କ ଭୂମିରୁ କବେେ ବିତାଡିତ ହବେେ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଏହା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ନୋହିବେ, ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣା ଲୋକମାନଙ୍କୁ ତାଙ୍କ ନିଜ ଭୂମିରେ ସ୍ଥାପନ କରିବା। ଆମ୍ଭେ ଯେଉଁ ଭୂମି ସେମାନଙ୍କୁ ଦେଇଛୁ, ସେମାନେ ଯେପରି ତାଙ୍କ ଭୂମିରୁ କେବେ ବିତାଡ଼ିତ ହେବେ ନାହିଁ।” ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏହା କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।