Amos 9:2 — Compare Translations

5 translations compared side by side

Odia - 1840
"ଯଦି ସମାନେେ ଭୂମି ଖାେଳି ପାତାଳକୁ ଯିବେ, ସଠାରୁେ ମଧ୍ଯ ଆମ୍ଭେ ସମାନଙ୍କେୁ ଟାଣି ଆଣିବା। ଯଦି ସମାନେେ ସ୍ବର୍ଗକୁ ୟାଆନ୍ତି, ଆମ୍ଭେ ସମାନଙ୍କେୁ ସହେି ସ୍ଥାନରୁ ମଧ୍ଯ ତଳକୁ ଖସାଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ଭୂମି ଖୋଳି ପାତାଳକୁ ଯିବେ, ସେଠାରୁ ମଧ୍ୟ ଆମ୍ଭେ ସେମାନଙ୍କୁ ଟାଣି ଆଣିବା। ଯଦି ସେମାନେ ସ୍ୱର୍ଗକୁ ଯାଆନ୍ତି, ଆମ୍ଭେ ସେମାନଙ୍କୁ ସେହି ସ୍ଥାନରୁ ମଧ୍ୟ ତଳକୁ ଖସାଇ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା।