Amos 9:3 — Compare Translations

5 translations compared side by side

Odia - 1840
"ଯଦି ସମାନେେ ନିଜକୁ କର୍ମିଲ ଶୃଙ୍ଗ ରେ ଲୁଗ୍ଭନ୍ତି, ଆମ୍ଭେ ସମାନଙ୍କେୁ ଖାଜେି ସଠାରୁେ ମଧ୍ଯ ଧରି ଆଣିବା। ଯଦି ସମାନେେ ସମୁଦ୍ରର ନିମ୍ନ ଭାଗ ରେ ଲୁଚି ରହନ୍ତି, ତବେେ ଆମ୍ଭେ ସର୍ପକୁ ଆଦେଶ ଦବୋ ଓ ସହେି ସର୍ପ ସମାନଙ୍କେୁ ଦଂଶନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ନିଜକୁ କର୍ମିଲ ଶୃଙ୍ଗରେ ଲୁଗ୍ଭନ୍ତି, ଆମ୍ଭେ ସେମାନଙ୍କୁ ଖୋଜି ସେଠାରୁ ମଧ୍ୟ ଧରି ଆଣିବା। ଯଦି ସେମାନେ ସମୁଦ୍ରର ନିମ୍ନ ଭାଗରେ ଲୁଚି ରହନ୍ତି, ତେବେ ଆମ୍ଭେ ସର୍ପକୁ ଆଦେଶ ଦେବା ଓ ସେହି ସର୍ପ ସେମାନଙ୍କୁ ଦଂଶନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।
Odia IRV 2017 (ଓଡିଆ ବାଇବେଲ)