Amos 9:4 — Compare Translations

5 translations compared side by side

Odia - 1840
"ଯଦି ସମାନେେ ଧରା ହାଇେ ଶତୃମାନଙ୍କ ଦ୍ବାରା ବନ୍ଦୀ ହବେେ ତଥାପି ଖଡ୍ଗକୁ ଆଦେଶ ଦବୋ, ସେ ସମାନଙ୍କେୁ ହତ୍ଯା କରିବ। ଆମ୍ଭେ ସମାନଙ୍କେ ଉପ ରେ ଦୃଷ୍ଟି ରଖିବା କିନ୍ତୁ ଆମ୍ଭେ ସମାନଙ୍କେୁ ଦୁଃଖ ଦବୋ ପାଇଁ ଲକ୍ଷ୍ଯ ରଖିବା। ସମାନଙ୍କେୁ ଉତ୍ତମ ଜିନିଷ ଦବୋପାଇଁ ଲକ୍ଷ୍ଯ ରଖିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ଵ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ଼୍‍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ଧରା ହୋଇ ଶତ୍ରୁମାନଙ୍କ ଦ୍ୱାରା ବନ୍ଦୀ ହେବେ ତଥାପି ‌‌ଖ‌ଡ଼୍‌ଗକୁ ଆଦେଶ ଦେବା, ସେ ସେମାନଙ୍କୁ ହତ୍ୟା କରିବ। ଆମ୍ଭେ ସେମାନଙ୍କ ଉପରେ ଦୃଷ୍ଟି ରଖିବା କିନ୍ତୁ ଆମ୍ଭେ ସେମାନଙ୍କୁ ଦୁଃଖ ଦେବା ପାଇଁ ଲକ୍ଷ୍ୟ ରଖିବା। ସେମାନଙ୍କୁ ଉତ୍ତମ ଜିନିଷ ଦେବା ପାଇଁ ଲକ୍ଷ୍ୟ ରଖିବା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”
Odia IRV 2017 (ଓଡିଆ ବାଇବେଲ)