Amos 9:5 — Compare Translations

5 translations compared side by side

Odia - 1840
"ମାରେପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ ଏବଂ ତାହା ତରଳି ୟିବ। ତତ୍ପ ରେ ସଠାେ ରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶରର ନୀଳନଦୀ ପରି ସହେି ଭୂମିର ଉତ୍ଥାନ ପତନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଦଣ୍ତ ଲୋକମାନଙ୍କୁ ବିନାଶ କରିବ ମୋର ପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ ଏବଂ ତାହା ତରଳି ଯିବ। ତତ୍ପରେ ସେଠାରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶରର ନୀଳନଦୀ ପରି ସେହି ଭୂମିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।
Odia IRV 2017 (ଓଡିଆ ବାଇବେଲ)