Amos 9:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆକାଶର ଉର୍ଦ୍ଧ ରେ ତାଙ୍କର ପ୍ରାସାଦ ନିର୍ମାଣ କରିଛନ୍ତି। ସେ ପୃଥିବୀ ଉପ ରେ ଗୋଦାମ ଘର ନିର୍ମାଣ କରିଛନ୍ତି। ସେ ସମୁଦ୍ରକୁ ଡାକନ୍ତି ଏବଂ ପାଣି ପୃଥିବୀ ଉପ ରେ ଢାଳନ୍ତି। ତାଙ୍କର ନାମ ୟିହୋବାଃ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆକାଶରେ ଆପଣା କୋଠରୀ-ଶ୍ରେଣୀ ନିର୍ମିାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆକାଶର ଊର୍ଦ୍ଧ୍ୱରେ ତାଙ୍କର ପ୍ରାସାଦ ନିର୍ମାଣ କରିଛନ୍ତି। ସେ ପୃଥିବୀ ଉପରେ ଗୋଦାମ ଘର ନିର୍ମାଣ କରିଛନ୍ତି। ସେ ସମୁଦ୍ରକୁ ଡାକନ୍ତି ଏବଂ ପାଣି ପୃଥିବୀ ଉପରେ ଢାଳନ୍ତି। ତାଙ୍କର ନାମ ଯିହୋବାଃ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।