Amos 9:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କୁହନ୍ତି, ହେ ଇଶ୍ରାୟେଲ ସନ୍ତାନମାନେ, ତୁମ୍ଭମାନେେ ଆମ୍ଭ ନିକଟରେ କୂଶୀଯ ସନ୍ତାନମାନଙ୍କ ତୁଲ୍ଯ। ଆମ୍ଭେ ମିଶରରୁ ଇଶ୍ରାୟେଲକୁ, କପ୍ତୋରରୁ ପଲେଷ୍ଟୀୟକୁ ଓ ବୀରଦେଶରୁ ଅରାମୀଯମାନଙ୍କୁ ଆଣିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ଧ୍ୱଂସ ପାଇଁ ପ୍ରତିଜ୍ଞା କରନ୍ତି ସଦାପ୍ରଭୁ ଏହା କୁହନ୍ତି, “ହେ ଇସ୍ରାଏଲ ସନ୍ତାନମାନେ, ତୁମ୍ଭେମାନେ ଆମ୍ଭ ନିକଟରେ କୂଶୀୟ ସନ୍ତାନମାନଙ୍କ ତୁଲ୍ୟ। ଆମ୍ଭେ ମିଶରରୁ ଇସ୍ରାଏଲକୁ, କପ୍ତୋରରୁ ପଲେଷ୍ଟୀୟକୁ ଓ ବୀରଦେଶରୁ ଅରାମୀୟମାନଙ୍କୁ ଆଣିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ-ସନ୍ତାନଗଣ,” “ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ?