Amos 9:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ପାପପୂର୍ଣ୍ଣ ରାଜ୍ଯ ଇଶ୍ରାୟେଲ ଉପ ରେ ଦୃଷ୍ଟି ରଖିଛନ୍ତି। ସଦାପ୍ରଭୁ କହିଲେ, ଆମ୍ଭେ ପୃଥିବୀରୁ ଇଶ୍ରାୟେଲକୁ ମୂଳପୋଛ କରିଦବୋ। କିନ୍ତୁ କବେେ ଯାକୁବ ପରିବାରକୁ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ-ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ପାପପୂର୍ଣ୍ଣ ରାଜ୍ୟ ଇସ୍ରାଏଲ ଉପରେ ଦୃଷ୍ଟି ରଖିଛନ୍ତି। ସଦାପ୍ରଭୁ କହିଲେ, “ଆମ୍ଭେ ପୃଥିବୀରୁ ଇସ୍ରାଏଲକୁ ମୂଳପୋଛ କରିଦେବା। କିନ୍ତୁ କେବେ ଯାକୁବ ପରିବାରକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି।”