Colossians 1:10 — Compare Translations
7 translations compared side by side
Odia - 1840
"ଯେପରି ତୁମ୍ଭମାନେେ ପ୍ରଭୁଙ୍କୁ ଗୌରବ ଆରିଲା ଭଳି ଓ ପ୍ରେତ୍ୟକକ ଢ଼ଙ୍ଗ ରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟଗୁଡ଼ିକ ବ୍ଯବହାର କରି ଜୀବନ-ଯାପନ କରିବ; ଯେପରି ତୁମ୍ଭମାନେେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ବର ବିଷୟକ ଜ୍ଞାନ ରେ ବିକାଶ ଲାଭ କରିବ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ଵରଙ୍କ ତତ୍ତ୍ଵଜ୍ଞାନରେ ବଢ଼ି, ସମସ୍ତ ସତ୍କର୍ମର ଫଳରେ ଫଳବାନ ହୁଅ
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ତୁମ୍ଭେମାନେ ପ୍ରଭୁଙ୍କ ଇଚ୍ଛା ଅନୁରୂପ ଜୀବନ କାଟି ପାରିବ ଓ ତାଙ୍କର ସନ୍ତୋଷଜନକ କାର୍ଯ୍ୟ କରିପାରିବ। ତୁମ୍ଭେମାନେ ଜୀବନରେ ସମସ୍ତ ପ୍ରକାର ଉତ୍ତମ କାର୍ଯ୍ୟ କରି ପାରିବ ଓ ଈଶ୍ୱରଙ୍କ ବିଷୟରେ ତୁମ୍ଭମାନଙ୍କର ଜ୍ଞାନ ବୃଦ୍ଧି ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ତୁମ୍ଭେମାନେ ପ୍ରଭୁଙ୍କୁ ଗୌରବ ଆଣିଲା ଭଳି ଓ ପ୍ରତ୍ୟେକ ଢଙ୍ଗରେ ତାହାଙ୍କୁ ପ୍ରସନ୍ନ କଲା ଭଳି ଏହି ବିଷୟ ଗୁଡ଼ିକ ବ୍ୟବହାର କରି ଜୀବନ-ଯାପନ କରିବ; ଯେପରି ତୁମ୍ଭେମାନେ ସମସ୍ତ ପ୍ରକାରର ଭଲ କାମ କରିବ ଓ ପରମେଶ୍ୱର ବିଷୟକ ଜ୍ଞାନରେ ବିକାଶ ଲାଭ କରିବ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ୱରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಧನಿಯಾಕ್ ಬರೆ ಹೊವ್ನ್ ಚಲುನ್, ಹರ್ ಎಕ್ ವಿಶಯಾತ್ ತೆಕಾ ಖುಶಿ ಹೊಯ್ ಸಾರ್ಕೆ ಕರುಚೆ ಮನುನ್ ತುಮಿ ಸಗ್ಳ್ಯಾ ನಮುನ್ಯಾಚೆ ಬರಿ ಕಾಮಾ ಕರಿತ್; ದೆವಾಚ್ಯಾ ಶಾನೆಪಾನಾತ್ ವಾಡುಚೆ ಮನುನ್,