Colossians 1:11 — Compare Translations
7 translations compared side by side
Odia - 1840
"ଯେପରି ପରମେଶ୍ବର ତାହାଙ୍କ ମହାନ୍ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭମାନେେ ର୍ଧୈୟ୍ଯବାନ ହବେ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ଧୈର୍ଯ୍ୟ ସହକାରେ ତୁମ୍ଭେମାନେ ଯେପରି ସବୁ ବିଷୟ ସହି ପାରିବ, ଏଥିପାଇଁ ତାଙ୍କର ଗୌରବମୟ ଶକ୍ତି ଦ୍ୱାରା ତୁମ୍ଭେମାନେ ବଳୀୟାନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ପରମେଶ୍ୱର ତାହାଙ୍କ ମହାନ୍ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ଶକ୍ତିଶାଳୀ କରନ୍ତୁ; ଯେ ତୁମ୍ଭେମାନେ ଧୈର୍ଯ୍ୟବାନ ହେବ ଓ କଷ୍ଟ ପଡ଼ିଲେ, ପଳାୟନ କରିବ ନାହିଁ, ସେଥିପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଶକ୍ତି ଦିଅନ୍ତୁ। ତା’ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହେବ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
Odia IRV 2017 (ଓଡିଆ ବାଇବେଲ)
ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಹಿಮೆಚ್ಯಾ ಫುರಾ ತಾಕ್ತಿಚ್ಯಾ ವೈನಾ, ಕುಶಿನ್ ಭರಲ್ಲಿ ಸಂಬಾಳ್ನಿ ಅನಿ ಸದಾ ಸರ್ವತಾಕ್ ಸೊಸ್ನಿಕಾಯ್ ದಾಕ್ವುತಲೊ ಹೊವ್ನ್ ರ್ಹಾವ್ಚೆ ಮನುನ್ ಅಮಿ ಮಾಗ್ನಿ ಕರಿತ್ ಹಾವ್, ತನ್ನಾ ತುಮಿ ಕುಶಿನ್,