Colossians 1:12 — Compare Translations
7 translations compared side by side
Odia - 1840
"ତା ହେଲେ ଯାଇ ତୁମ୍ଭେ ପ୍ରସନ୍ନ ହବେ ଓ ପିତାଙ୍କୁ ଧନ୍ଯବାଦ ଦବେ। ସେ ଯେଉଁ ବିଷୟଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସଗେୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପୟୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅ ରେ ବାସ କରନ୍ତି, ସମାନଙ୍କେ ଲାଗି ସେ ଏହି ବିଷୟଗୁଡ଼ିକ ସୃଷ୍ଟି କରିଛନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱର ଆଲୋକ ରାଜ୍ୟରେ ତାଙ୍କର ଲୋକମାନଙ୍କ ନିମନ୍ତେ ଯାହା ସଂରକ୍ଷିତ କରିଛନ୍ତି, ତାହାର ଅଂଶୀ ହେବା ପାଇଁ ସେ ଯେ ତୁମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି, ଏଥିଯୋଗୁଁ ଆନନ୍ଦରେ ତାହାଙ୍କୁ ଧନ୍ୟବାଦ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଓ ପିତାଙ୍କୁ ଧନ୍ୟବାଦ ଦେବ। ସେ ଯେଉଁ ବିଷୟ ଗୁଡ଼ିକ ତୁମ୍ଭ ପାଇଁ ପ୍ରସ୍ତୁତ କରିଛନ୍ତି, ସେଗୁଡ଼ିକ ପାଇବା ପାଇଁ ସେ ତୁମ୍ଭମାନଙ୍କୁ ଉପଯୁକ୍ତ କରି ଗଢ଼ିଛନ୍ତି। ଯେଉଁ ସାଧୁମାନେ ଆଲୁଅରେ ବାସ କରନ୍ତି, ସେମାନଙ୍କ ଲାଗି ସେ ଏହି ବିଷୟ ଗୁଡ଼ିକ ସୃଷ୍ଟି କରିଛନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾಕ್ ಧನ್ಯಾವಾದ್ ಸ್ತುತಿ ಕರಾ, ಉಜ್ವೊಡಾತ್ ಜಿವನ್ ಕರ್ತಲ್ಯಾ ಅಪ್ಲ್ಯಾ; ಸಗ್ಳ್ಯಾ ಭಕ್ತಾಕ್ನಿ ತೆನಿ ತಯಾರ್ ಕರುನ್ ಥವಲ್ಲೆ ಘೆವ್ಕ್ ಮನುನ್ ತೆನಿ ತುಮ್ಕಾ ಯೊಗ್ಯ್ ಹೊಯ್ ಸಾರ್ಕೆ ಕರ್ಲ್ಯಾನ್.