Colossians 1:13 — Compare Translations

7 translations compared side by side

Odia - 1840
"ଅନ୍ଧକାରର ଶକ୍ତିରୁ ପରମେଶ୍ବର ଆମ୍ଭକୁ ସ୍ବାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ଯ ମଧ୍ଯକୁ ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଅନ୍ଧକାରର ଶକ୍ତିରୁ ଆମକୁ ରକ୍ଷା କରିଛନ୍ତି ଓ ନିରାପଦରେ ଆମ୍ଭମାନଙ୍କୁ ତାଙ୍କ ପ୍ରିୟ ପୁତ୍ରଙ୍କ ରାଜ୍ୟକୁ ଆଣିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಕಾ ಕಾಳ್ಕಾಚ್ಯಾ ಬಳಾಕ್ನಾ ಸುಟ್ಕಾ ಕರ್‍ಲಾ, ತೆನಿ ಅಮ್ಕಾ ಅಪ್ಲ್ಯಾ ಪ್ರೆಮಾಚ್ಯಾ ಲೆಕಾ ಜೆಜುಚ್ಯಾ ರಾಜಾತ್ ಮಿಳ್ವುಲ್ಯಾನ್.