Colossians 1:15 — Compare Translations

7 translations compared side by side

Odia - 1840
"କୌଣସି ଲୋକ ପରମେଶ୍ବରଙ୍କୁ ଦେଖି ପା ରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ ପରମେଶ୍ବରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟଗୁଡ଼ିକର ଶାସକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଦୃଶ୍ୟ ଈଶ୍ଵରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ଦେଖୁ, ସେତେବେଳେ ଆମ୍ଭେ ପରମେଶ୍ୱରଙ୍କୁ ଦେଖୁ କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Odia IRV 2017 (ଓଡିଆ ବାଇବେଲ)
ସେ ଅଦୃଶ୍ୟ ଈଶ୍ୱରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ಕೊನಾಕ್ಬಿ ದಿಸಿನಸಲ್ಲ್ಯಾ ದೆವಾಚೊ ಪ್ರತಿರುಪ್ ಹೊವ್ನ್ ಹಾಯ್, ರಚುನ್ ಹೊಲ್ಲ್ಯಾ ಸಗ್ಳ್ಯಾಕ್ ಜೆಜು ಮುಳ್ ಹೊವ್ನ್ ಹಾಯ್.