Colossians 1:16 — Compare Translations

7 translations compared side by side

Odia - 1840
"ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତାଙ୍କ ଦ୍ୱାରା ଈଶ୍ୱର ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ଦୃଶ୍ୟ ଓ ଅଦୃଶ୍ୟ ପଦାର୍ଥ, ଅପାର୍ଥିବ ଶକ୍ତସମୂହ, କର୍ତ୍ତାଗଣ, ଶାସକ ବର୍ଗ ଓ ସମସ୍ତ ଅଧିକାରୀମାନଙ୍କୁ ସୃଷ୍ଟି କଲେ। ତାଙ୍କ ଦ୍ୱାରା ଓ ତାଙ୍କ ନିମନ୍ତେ ଈଶ୍ୱର ସମଗ୍ର ବିଶ୍ୱକୁ ସୃଷ୍ଟି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ, ସମସ୍ତ ଆଧ୍ୟାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Odia IRV 2017 (ଓଡିଆ ବାଇବେଲ)
କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿಮ್ನಿರ್ ಅನಿ ಸರ್‍ಗಾತ್ ಹೊತ್ತೆ ಸಗ್ಳೆ ದಿಸ್ತಲೆ ಅನಿ ದಿಸಿ ನಸಲೆ, ಆತ್ಮಿಕ್ ಬಳಾ, ಪದ್ವಿಯಾ ಸಗ್ಳಿ ತೆಚ್ಯಾ ಬಳಾನ್ ರಚುನ್ ಹೊಲ್ಯಾತ್, ಸಗ್ಳೆಬಿ ತೆಚ್ಯಾ ವೈನಾ ತೆಚ್ಯಾಸಾಟ್ನಿ ರಚುನ್ ಹೊಲಾ.

Recommended Reading