Colossians 1:17 — Compare Translations
7 translations compared side by side
Odia - 1840
"ସବୁ ବିଷୟଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହବୋ ପୂର୍ବରୁ ଖ୍ରୀଷ୍ଟ ଥିଲେ। ସମସ୍ତ ବିଷୟର ଆସ୍ତିତ୍ବ, ତାହାଙ୍କ ହତେୁ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ଵ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ବିଷୟର ସୃଷ୍ଟି ପୂର୍ବରୁ ତାଙ୍କର ଅସ୍ତିତ୍ୱ ଥିଲା ଓ ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ସମସ୍ତ ବିଷୟ ସ୍ୱ ସ୍ୱ ନିରୂପିତ ସ୍ଥାନରେ ସ୍ଥିତିଶୀଳ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ବିଷୟ ଗୁଡ଼ିକ ଖ୍ରୀଷ୍ଟଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ନିର୍ମିତ। ସମସ୍ତ ବିଷୟ ସୃଷ୍ଟି ହେବା ପୂର୍ବରୁ ଖ୍ରୀଷ୍ଟ ଥିଲେ। ସମସ୍ତ ବିଷୟର ଅସ୍ତିତ୍ୱ, ତାହାଙ୍କ ହେତୁ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಸಗ್ಳ್ಯಾನ್ ಅದ್ದಿಚ್ ಕ್ರಿಸ್ತ್ ಹೊತ್ತೊ ಸಗ್ಳ್ಯಾಕ್ನಿ ತೊಚ್ ಆಧಾರ್ ಹೊವ್ನ್ ಹಾಯ್.