Colossians 1:18 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମଣ୍ତଳୀରୂପ ଶରୀରର ମସ୍ତକ ସ୍ଵରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତାଙ୍କର ଉପାସକ ମଣ୍ଡଳୀରୂପ ଶରୀରର ମସ୍ତକ; ସେହି ଶରୀରର ସେ ଜୀବନ ଶକ୍ତି। ସମସ୍ତ ବିଷୟରେ ପ୍ରଥମ ସ୍ଥାନ ପାଇବା ପାଇଁ ସେ ମୃତ୍ୟୁରୁ ପ୍ରଥମେ ପୁନରୁତ୍ଥିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ୟ ଅଟନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ୟୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ୱର ହୋଇଥିବା ପ୍ରଭୁ। ଅତଏବ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ୱପୂର୍ଣ୍ଣ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ತಾಂಡೊ ಮನ್ತಲ್ಯಾ ಆಂಗಾಕ್ ಟಕ್ಲೆ ಹೊವ್ನ್ ಹಾಯ್, ಹರಿ ಎಕ್ಬಿ ತೆಚ್ಯಾಕ್ನಾಚ್ ಯೆತಾ, ಮರ್ನಾತ್ನಾ ಅದ್ದಿ ಉಟುನ್ ಯೆಲ್ಲೊ ತೊಚ್, ತಸೆ ಹೊವ್ನ್ ಸಗ್ಳ್ಯಾಕ್ನಿ ತೊಚ್ ಅದ್ದಿಚೊ ಹೊವ್ನ್ ಹಾಯ್.