Colossians 1:19 — Compare Translations

7 translations compared side by side

Odia - 1840
"ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ବାସ କରିବାକୁ ପସନ୍ଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କ-ଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱରଙ୍କର ନିଷ୍ପତ୍ତି ଅନୁଯାୟୀ ପୁତ୍ର ନିଜେ ଈଶ୍ୱରଙ୍କ ପୂର୍ଣ୍ଣ ସ୍ୱଭାବ ଧାରଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತೆಚ್ಯಾಕ್ಡೆ ಅಪ್ಲೆ ಸಗ್ಳೆ ಸಂಪುರ್ನ್ ಪಾನ್ ರ್‍ಹಾವ್ಚೆ ಮನುನ್,