Colossians 1:2 — Compare Translations

7 translations compared side by side

Odia - 1840
"କଲସୀ ରେ ରହୁଥିବା ଖ୍ରୀଷ୍ଟଙ୍କଠା ରେ ପବିତ୍ର ଓ ବିଶ୍ବସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି: ଆମର ପିତା ପରମେଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ଲେଖୁଅଛନ୍ତି; ଆମ୍ଭମାନଙ୍କ ପିତା ଈଶ୍ଵରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କଲସୀରେ ଥିବା ସାଧୁମାନଙ୍କୁ ଓ ଖ୍ରୀଷ୍ଟବିଶ୍ୱାସୀ ଭ୍ରାତାମାନଙ୍କ ନିକଟକୁ ଏହି ପତ୍ର ଲେଖୁଛନ୍ତି। ଆମ୍ଭମାନଙ୍କର ପିତା ଈଶ୍ୱର, ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
କଲସୀରେ ରହୁଥିବା ଖ୍ରୀଷ୍ଟଙ୍କଠାରେ ପବିତ୍ର ଓ ବିଶ୍ୱସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି: ଆମର ପିତା ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Odia IRV 2017 (ଓଡିଆ ବାଇବେଲ)
ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ; ଆମ୍ଭମାନଙ୍କ ପିତା ଈଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊಲೊಸ್ಸೆತ್ಲ್ಯಾ ಪವಿತ್ರ್ ದೆವಾಚ್ಯಾ ಲೊಕಾಕ್ನಿ ಮಟ್ಲ್ಯಾರ್, ಕ್ರಿಸ್ತಾಚ್ಯಾ ವರ್‍ತಿ ವಿಶ್ವಾಸಾನ್ ಹೊತ್ತ್ಯಾ ಅನಿ ಪವಿತ್ರ್ ಭಾವ್ ಭೆನಿಯಾಕ್ನಿ ಲಿವ್ತಲೆ ಕಾಯ್ ಮಟ್ಲ್ಯಾರ್. ದೆವ್ ಬಾಬಾ ತುಮ್ಕಾ ಕುರ್ಪಾ ಅನಿ ಶಾಂತಿ ದಿಂವ್ದಿತ್.

Recommended Reading