Colossians 1:20 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ଵାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ଵାରା ପୃଥିବୀ ବା ସ୍ଵର୍ଗରେ ସ୍ଥିତ ସମୟ ବିଷୟର ମିଳନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁତ୍ରଙ୍କ ଦ୍ୱାରା ଈଶ୍ୱର ସମସ୍ତ ବିଶ୍ୱକୁ ନିଜ ନିକଟକୁ ଫେରାଇ ଆଣିବା ପାଇଁ ସ୍ଥିର କଲେ। କ୍ରୁଶରେ ତାଙ୍କର ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଈଶ୍ୱର ଶାନ୍ତି ସ୍ଥାପନ କରିଛନ୍ତି ଏବଂ ପୃଥିବୀ ଓ ସ୍ୱର୍ଗରେ ଥିବା ସମସ୍ତ ବିଷୟକୁ ନିଜ ନିକଟକୁ ଫେରାଇ ଆଣିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಕುರ್ಸಾರ್ ವೊತಲ್ಲ್ಯಾ ರಗ್ತಾ ವೈನಾ ಸಮಾದಾನ್ ಹಾನುನ್ ಸರ್‍ಗಾರ್ ಅನಿ ಜಮ್ನಿ ವರ್‍ತಿ ಹೊತ್ತೆ ಹರ್ ಎಕ್ಬಿ ತೆಚ್ಯಾ ವೈನಾ ರಾಜಿ ಕರುನ್ ಘೆವ್ಚೆ ಮನ್ತಲಿ ದೆವಾಚಿ ಇಚ್ಚಾ ಹೊತ್ತಿ.