Colossians 1:21 — Compare Translations

7 translations compared side by side

Odia - 1840
"ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ବରଙ୍କ ବିରୋଧୀ ଥିଲ। ତୁମ୍ଭମାନେେ ମନ ରେ ପରମେଶ୍ବରଙ୍କ ଶତୃ ଥିଲ। ସେଥିପାଇଁ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଉଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ଵରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏକ ସମୟରେ ଅସତ୍ ଚିନ୍ତା ଓ ଅସତ୍ କାର୍ଯ୍ୟ କରୁଥିବାରୁ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଦୂରରେ ଥିଲ ଓ ତାଙ୍କର ଶତ୍ରୁ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ୱରଙ୍କ ବିରୋଧୀ ଥିଲ। ତୁମ୍ଭେମାନେ ମନରେ ପରମେଶ୍ୱରଙ୍କ ଶତ୍ରୁ ଥିଲ। ସେଥିପାଇଁ ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
Odia IRV 2017 (ଓଡିଆ ବାଇବେଲ)
ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ୱରଙ୍କଠାରୁ ପୃଥକ୍‍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಎಳಾರ್ ತುಮಿ ದೆವಾಕ್ನಾ ಎಗ್ಳುನ್ ಬುರ್ಶಿ ಕಾಮಾ ಕರಿತ್ ತುಮ್ಚ್ಯಾ ಮನಾತ್ನಿ ಬುರ್ಶೆ ಚಿಂತುನ್ಗೆತ್ ದೆವಾಕ್ ದುಸ್ಮಾನಾ ಹೊಲ್ಲ್ಯಾಸಿ.