Colossians 1:23 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେବେ ବିଶ୍ଵାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ତଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಆಯ್ಕಲ್ಯಾ ಬರ್‍ಯಾ ಖಬ್ರೆ ವೈರ್ ತುಮ್ಕಾ ಹೊತ್ತ್ಯಾ ವಿಶ್ವಾಸಾರ್ ಘಟ್ಟ್ ಇಬೆ ರ್‍ಹಾವ್ನ್ ತೆಚ್ಯಾಕ್ನಾ ಯೆಲ್ಲೊ ಬರೊಸೊ ಸೊಡುನ್ ಜಾಯ್ನಸ್ಲ್ಯಾರ್, ಹೆ ಹೊತಾ, ಹಿ ಬರಿ ಖಬರ್ ಜಗಾಚ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಪರ್ಗಟ್ ಕರುನ್ ಹೊಲಾ, ಪಾವ್ಲು ಮನ್ತಲೊ ಮಿಯಾ ಹಿ ಬರಿ ಖಬರ್ ಪರ್ಗಟ್ ಕರ್‍ತಲೊ ಸೆವಕ್ ಹೊಲಾ.