Colossians 1:24 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ତଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ତୁମ୍ଭମାନଙ୍କ ନିମନ୍ତେ ମୋର ଦୁଃଖଭୋଗ ପାଇଁ ମୁଁ ଆନନ୍ଦିତ। କାରଣ ମୋର ଶାରୀରିକ ଦୁଃଖଭୋଗ ଦ୍ୱାରା ମୁଁ ଖ୍ରୀଷ୍ଟଙ୍କର ଶରୀରରୂପ ମଣ୍ଡଳୀ ପକ୍ଷରୁ ଖ୍ରୀଷ୍ଟଙ୍କ ଦୁଃଖଭୋଗର ଅବଶିଷ୍ଟାଂଶକୁ ପୂରଣ କରିବା ପାଇଁ ସାହାଯ୍ୟ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀ ପାଇଁ ପାଉଲଙ୍କ କାମ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମୋତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦେହ ସ୍ୱରୂପ ମଣ୍ଡଳୀ ମାଧ୍ୟମରେ କେତେକ କଷ୍ଟ ଭୋଗିବା ବାକି ଥିଲା। ସେଗୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମୋର ଅଂଶ ମୁଁ ମୋ’ ଦେହରେ ଗ୍ରହଣ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾಸಾಟ್ನಿ ಸೊಸುನ್ ಘೆಟಲ್ಲ್ಯಾ ತರಾಸಾನಿ ಮಾಕಾ ಖುಶಿ ಹೊಲಾ, ಕ್ರಿಸ್ತ್ ತಾಂಡೊ ಮನ್ತಲ್ಯಾ ಅಪ್ಲ್ಯಾ ಆಂಗಾ ವೈನಾ ಅನಿ ಲೈ ತರಾಸಾ ಸೊಸುನ್ ಘೆವ್ನಗೆತುಚ್ ರ್‍ಹಾತಾ. ಹ್ಯಾ ತರಾಸಾತ್ನಿ ಮಿಯಾ ಸೊಸುನ್ ಘೆವ್ಚೆ ಹೊಲ್ಲೆ ಸಗ್ಳೆ, ತೆಚ್ಯಾ ಆಂಗಾ ಮಟ್ಲ್ಯಾರ್ ತಾಂಡ್ಯಾಸಾಟ್ನಿ ಸೊಸುನ್ ಘೆವ್ಲಾ.