Colossians 1:25 — Compare Translations
7 translations compared side by side
Odia - 1840
"ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ମୋତେ ଯେଉଁ ଭଣ୍ତାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ତଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ଵରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଏହି କାର୍ଯ୍ୟ କରିବା ପାଇଁ ମୁଁ ଈଶ୍ୱରଙ୍କ ଦ୍ୱାରା ମଣ୍ଡଳୀର ଜଣେ ସେବକ ରୂପେ ନିଯୁକ୍ତ ହୋଇଛି। ତାଙ୍କର ସୁସମାଚାର ସମ୍ପୂର୍ଣ୍ଣ ରୂପେ ଘୋଷଣା କରିବା ମୋର କାର୍ଯ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ମଣ୍ଡଳୀର ଜଣେ ସେବକ ହେବା ପାଇଁ ଏକ ବିଶେଷ କାମ ଦେଇଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାଯ୍ୟ କରୁଛି। ମୋ’ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ ଶିକ୍ଷା ପ୍ରଦାନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ୱରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಮನಾ ಸಾರ್ಕೆ ಅಮ್ಚ್ಯಾ ಫಾಯ್ದ್ಯಾಸಾಟ್ನಿ ಮಿಯಾ ತಾಂಡ್ಯಾಕ್ ಸೆವಕ್ ಹೊಲೊ, ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ಅಪ್ಲಿ ಬರಿ ಖಬರ್ ಫುರಾ ಕಳ್ವುತಲೆ ಕಾಮ್ ಮಾಕಾ ದಿಲ್ಯಾನ್.