Colossians 1:26 — Compare Translations
7 translations compared side by side
Odia - 1840
"ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ନିଗୂଢ଼ ତତ୍ତ୍ଵ ପୂର୍ବଯୁଗ ଓ ପୂର୍ବପୁରୁଷ-ମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସୁସମାଚାର ଏକ ନିଗୂଢ଼ ତତ୍ତ୍ୱ। ଯୁଗ ଯୁଗ ଧରି ଈଶ୍ୱର ସମସ୍ତଙ୍କଠାରୁ ଏହା ଗୁପ୍ତ ରଖିଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କର ଲୋକମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ୟଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସେହି ଗୁପ୍ତ ସତ୍ୟ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ନିଗୂଢ଼ତତ୍ତ୍ୱ ପ୍ରାଚୀନକାଳ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ಲ್ಯಾ ಕಾಲಾಕ್ನಾಬಿ ನಿಪ್ವುನ್ ಥವಲ್ಲ್ಯಾ ಘುಟ್ಟಾಚೆ ಖರೆಚ್, ಹೆ ಖರೆ ಸಗ್ಳ್ಯಾ ಲೊಕಾಕ್ನಿ ನಿಪ್ವುನ್ ಥವಲ್ಲೆ ಹೊತ್ತೆ. ಅತ್ತಾ ಹೆ ಘುಟ್ಟಾನ್ ಹೊತ್ತೆ ಖರೆ ದೆವಾಚ್ಯಾ ಪವಿತ್ರ್ ಲೊಕಾಕ್ನಿ ಕಳ್ವುನ್ ಹೊಲಾ.