Colossians 1:29 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ମାେତେ ଦଇେଥିବା ମହାନ୍ ଶକ୍ତି ବଳ ରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମାେ ଜୀବନ ରେ କାମ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାକୁ ସଫଳ କରିବା ନିମନ୍ତେ ମୋ’ଠାରେ ସକ୍ରିୟ ରହିଥିବା ଖ୍ରୀଷ୍ଟପ୍ରଦତ୍ତ ମହାନ୍ ଶକ୍ତିକୁ ବ୍ୟବହାର କରି ମୁଁ ଆପ୍ରାଣ ଉଦ୍ୟମ ଓ ପରିଶ୍ରମ କରୁଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ମୋତେ ଦେଇଥିବା ମହାନ୍ ଶକ୍ତି ବଳରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମୋ’ ଜୀବନରେ କାମ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟಿಚ್ ಕ್ರಿಸ್ತಾನ್ ದಿಲ್ಲ್ಯಾ ಬಳಾನ್ ಕಾಮ್ ಕರ್ತಾ ಅನಿ ಹೊರಾಟ್ ಕರ್ತಾ, ತೊ ಬಳುಚ್ ಮಾಜ್ಯಾ ಜಿವನಾತ್ ಕಾಮ್ ಕರುನ್ಗೆತ್ ಹಾಯ್.