Colossians 1:4 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠା ରେ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠା ରେ ଥିବା ପ୍ ରମେ ବିଷୟ ରେ ଶୁଣି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ଵରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠାରେ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠାରେ ଥିବା ପ୍ରେମ ବିଷୟରେ ଶୁଣି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕ್ರಿಸ್ತಾ ಜೆಜುಚ್ಯಾ ವರ್‍ತಿ ತುಮ್ಕಾ ಹೊತ್ತೊ ವಿಶ್ವಾಸ್ ಅನಿ ದೆವಾಚ್ಯಾ ಲೊಕಾಂಚ್ಯಾ ವರ್‍ತಿ ತುಮ್ಕಾ ಹೊತ್ತ್ಯಾ ಪ್ರೆಮಾಚ್ಯಾ ವಿಶಯಾತ್ ಅಮಿ ಆಯಿಕ್ಲಾಂವ್.