Colossians 1:5 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ଵାରା ପୂର୍ବେ ଶୁଣିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସୁସମାଚାରର ସତ୍ୟ ସମ୍ବାଦ ତୁମ୍ଭମାନଙ୍କ ନିକଟକୁ ପ୍ରଥମେ ଆସିଲା, ତୁମ୍ଭେମାନେ ତାହା ଦ୍ୱାରା ପ୍ରଦତ୍ତ ଭରସାର କଥା ଶୁଣିଥିଲ। ତୁମ୍ଭେମାନେ ଯାହା ଭରସା କର, ଯାହା ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ସୁରକ୍ଷିତ, ତାହା ଉପରେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମ ପ୍ରତିଷ୍ଠିତ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସତ୍ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
Odia IRV 2017 (ଓଡିଆ ବାଇବେଲ)
ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರ್ಗಾತ್ ತುಮ್ಚ್ಯಾಸಾಟ್ನಿ ಥವಲ್ಲ್ಯಾ ಹೊತ್ತಾ ಬರೊಸ್ಯಾಚ್ಯಾ ವಿಶಯಾತ್ ಬರಿ ಖಬರ್ ಮನ್ತಲ್ಯಾ ಖರ್ಯಾ ವೈನಾ ತುಮಿ ಅದ್ದಿಚ್ ಆಯಿಕ್ಲ್ಯಾಶಿ.