Colossians 1:6 — Compare Translations
7 translations compared side by side
Odia - 1840
"ବିଶ୍ବ ରେ ସର୍ବତ୍ର ସୁସମାଚାର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭମାନେେ ସୁସମାଚାର ଶୁଣିଲ ଓ ପରମେଶ୍ବରଙ୍କ ଅନୁଗ୍ରହର ସତ୍ଯ ବୁଝିଲ, ସହେି ଦିନଠାରୁ ତୁମ୍ଭମାନେେ ମଧ୍ଯ ଆଶୀର୍ବାଦ ଲାଭ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ଵରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସୁସମାଚାର ପ୍ରଚାର ହେତୁ ତୁମ୍ଭେମାନେ ପ୍ରଥମେ ଈଶ୍ୱରଙ୍କ ଅନୁଗ୍ରହ ବିଷୟ ଶୁଣିଲ ଓ ଏହାର ସତ୍ୟତା ଅନୁଭବ କଲ, ସେହି ସୁସମାଚାର ବର୍ତ୍ତମାନ ସମଗ୍ର ଜଗତରେ ପ୍ରସାର ଲାଭ କରୁଛି ଓ ଆଶୀର୍ବାଦ ଆଣୁଛି।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱରେ ସର୍ବତ୍ର ସୁସମାଗ୍ଭର ଆଶୀର୍ବାଦ ଆଣୁଛି ଓ ବୃଦ୍ଧି ଲାଭ କରୁଛି। ଯେଉଁ ଦିନଠାରୁ ତୁମ୍ଭେମାନେ ସୁସମାଗ୍ଭର ଶୁଣିଲ ଓ ପରମେଶ୍ୱରଙ୍କ ଅନୁଗ୍ରହର ସତ୍ୟ ବୁଝିଲ, ସେହି ଦିନଠାରୁ ତୁମ୍ଭେମାନେ ମଧ୍ୟ ଆଶୀର୍ବାଦ ଲାଭ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ୱରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಖರೆಪಾನಾತ್ ದೆವಾಚಿ ಕಾಮಾ ಆಯ್ಕುನ್ ಕಳ್ವುನ್ ಘೆಟಲ್ಲ್ಯಾ ದಿಸಾಕ್ನಾ, ತುಮ್ಚ್ಯಾತ್ ಕಶೆ ಫಳ್ ದಿತಾ ತಸೆ ಸಗ್ಳ್ಯಾ ಜಗಾತ್ಬಿ ಫಳ್ ದಿಯ್ತ್ ವಾಡ್ವಳ್ಕಿ ಹೊವ್ಕ್ ಲಾಗ್ಲಾ.