Colossians 1:7 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ଵସ୍ତ ସେବକ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପକ୍ଷରୁ ଖ୍ରୀଷ୍ଟଙ୍କ ବିଶ୍ୱସ୍ତ ସେବକ ଓ ଆମର ପ୍ରିୟ ସହକର୍ମୀ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ଈଶ୍ୱରଙ୍କ ଏହି ଅନୁଗ୍ରହ ବିଷୟ ଅବଗତ ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହ ବିଷୟରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭେମାନେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱାସୀ ସେବକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ತುಮಿ ತುಮ್ಚ್ಯಾ ಪ್ರೆಮಾಚೊ ವಾಂಗ್ಡಿ ಸೆವಕ್ ಅನಿ ಭಾವ್ ಎಪಾಪ್ರಾಸಾಕ್ನಾ ಶಿಕ್ಲ್ಯಾಸಿ, ತೊ ತುಮ್ಚ್ಯಾ ಸಾಟ್ನಿ ಕ್ರಿಸ್ತಾಚ್ಯಾ ವಿಶ್ವಾಸಿ ಸೆವಕ್ ಹೊವ್ನ್ ಹಾಯ್.