Colossians 1:8 — Compare Translations

7 translations compared side by side

Odia - 1840
"ଏପାଫ୍ରା, ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଆମ୍ଭକୁ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମଧ୍ୟ ଆତ୍ମାଙ୍କ ଦତ୍ତ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଦେଇଥିବା ପ୍ରେମ ସମ୍ବନ୍ଧରେ ସେ ଆମ୍ଭମାନଙ୍କୁ କହିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏପାଫ୍ରା, ପବିତ୍ରଆତ୍ମାଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଆମ୍ଭକୁ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಆತ್ಮ್ಯಾಕ್ನಾ ದಿವ್ನ್ ಹೊಲ್ಲ್ಯಾ ತುಮ್ಚ್ಯಾ ಪ್ರೆಮಾಚ್ಯಾ ವಿಶಯಾತ್ ಎಪಾಪ್ರಾಸಾನ್ಬಿ ಅಮ್ಕಾ ಕಳ್ವುಲಾ.