Colossians 2:10 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ଵରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମେ ଜୀବନର ପୂର୍ଣ୍ଣତା ଲାଭ କରିପାରିବ। ଅନ୍ୟ ସମସ୍ତ ଶକ୍ତି ଓ ଆଧିପତ୍ୟ ଉପରେ ଖ୍ରୀଷ୍ଟଙ୍କର ପ୍ରଭୁତ୍ୱ ହିଁ ସର୍ବୋଚ୍ଚ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಸಗ್ಳೆಬಿ ಕ್ರಿಸ್ತಾಕ್ಡೆ ಸಂಪುರ್ನ್ ಹೊವ್ನ್ ಹಾಸಿ, ತುಮ್ಕಾ ದುಸ್ರೆ ಕಾಯ್ಬಿ ನಕ್ಕೊ. ಕ್ರಿಸ್ತ್ ಸಗ್ಳ್ಯಾ ರಾಜಾಕ್ನಿ ಅನಿ ಅಧಿಕಾರಿಕ್ನಿ ಟಕ್ಲೆ ಹೊವ್ನ್ ಹಾಯ್.