Colossians 2:12 — Compare Translations
7 translations compared side by side
Odia - 1840
"ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧି ପ୍ରାପ୍ତ ହୋଇ, ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ଵାସ କରିା ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଜଳଦୀକ୍ଷା ଗ୍ରହଣ କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହୋଇଥିଲ ଏବଂ ଯୀଶୁ ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ସକ୍ରିୟ ଶକ୍ତିରେ ବିଶ୍ୱାସ କରିବା ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ତୁମ୍ଭେମାନେ ମଧ୍ୟ ପୁନରୁତ୍ଥିତ ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁତ୍ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಬಾಲ್ತಿಮ್ ಕರುನ್ ಘೆಟಲ್ಲ್ಯಾ ತನ್ನಾ; ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಮಾಟಿ ದಿವ್ನ್ ಹೊಲ್ಲೆ ಹಾಸಿ, ದೆವಾನ್ ಕ್ರಿಸ್ತಾಕ್ ಮರಲ್ಲ್ಯಾತ್ನಾ ಉಟ್ವುನ್, ದಾಕ್ವುನ್ ದಿಲ್ಲ್ಯಾ ತಾಕ್ತಿರ್ ವಿಶ್ವಾಸ್ ಥವ್ತಲ್ಯಾ ವೈನಾ, ತೆಚ್ಯಾ ವಾಂಗ್ಡಾ ವೈರ್ ಉಟ್ವುನ್ ಯೆಲ್ಲೆ ಹಾಸಿ.