Colossians 2:13 — Compare Translations

7 translations compared side by side

Odia - 1840
"ତୁମ୍ଭେ ନିଜର ପାପ ହତେୁରୁ ଏବଂ ତୁମ୍ଭର ପାପ ସ୍ବଭାବ ହତେୁ ସ୍ବାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ବର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ବର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ପାପ ହେତୁ ଏବଂ ତୁମ୍ଭେମାନେ ବ୍ୟବସ୍ଥାବିହୀନ ଅଣଇହୁଦୀ ଥିବାରୁ ଏକଦା ତୁମ୍ଭେମାନେ ଆଧ୍ୟାତ୍ମିକଭାବେ ମୃତ ଥିଲ; କିନ୍ତୁ ଈଶ୍ୱର ବର୍ତ୍ତମାନ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କୁ ସଞ୍ଜୀବିତ କରାଇଛନ୍ତି। ଈଶ୍ୱର ଆମ୍ଭମାନଙ୍କର ସମସ୍ତ ପାପ କ୍ଷମା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ತುಮ್ಚ್ಯಾ ಪಾಪಾಂಚಾಸಾಟ್ನಿ ಅನಿ ಪಾಪಾಚ್ಯಾ ಗುಲಾಮಾಗಿರಿತ್ನಾ ಅಜುನ್ ಸುಟ್ಕಾ ಘೆಯ್ನಸ್ತಾನಾ ಹೊತ್ತ್ಯಾಸಾಟ್ನಿ, ಆತ್ಮಿಕ್ ರಿತಿನ್ ಮರಲ್ಲ್ಯಾಸಿ, ಖರೆ ದೆವಾನ್ ತುಮ್ಕಾ ಕ್ರಿಸ್ತಾಚ್ಯಾ ವೈನಾ ಜಿವ್ ದಿಲ್ಯಾನ್ ಅನಿ ಅಮ್ಚಿ ಪಾಪಾ ಸಗ್ಳಿ ಮಾಪ್ ಕರ್‍ಲ್ಯಾನ್.