Colossians 2:14 — Compare Translations
7 translations compared side by side
Odia - 1840
"ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ବାରା, ଆମ୍ଭ ବିରୁଦ୍ଧ ରେ ଲଖାେ ଯାଇଥିବା ଚିଠାଟିକୁ ପରମେଶ୍ବର ବ୍ଯର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସହେି ଚିଠାକୁ ପରମେଶ୍ବର ନଇଗେଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇ ଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆମ୍ଭମାନଙ୍କ ବିରୁଦ୍ଧରେ ଥିବା ବ୍ୟବସ୍ଥାର ଦଲିଲ୍ ଏବଂ ଏହାର ବିଧିବିଧାନକୁ କ୍ରୁଶବିଦ୍ଧ କରି ଋଦ୍ଧ କରି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ವರ್ತಿ ಚುಕೆಚೊ ಅಪರಾದ್ ಘಾಟಲ್ಲ್ಯಾ ಹುಕುಮಾ ಸಾರ್ಕೆ ಹೊತ್ತ್ಯಾ ಚಿಟಿಕ್ ದೆವಾನ್ ಪುಸುನ್ ಟಾಕುನ್, ತೆಕಾ ಕುರ್ಸಾರ್ ಮಾರುನ್ ನಾ ಹೊಯ್ ಸಾರ್ಕೆ ಕರ್ಲ್ಯಾನ್.