Colossians 2:15 — Compare Translations

7 translations compared side by side

Odia - 1840
"ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟଯାତ୍ରା କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେହି କ୍ରୁଶ ଉପରେ ଖ୍ରୀଷ୍ଟ ସମସ୍ତ ପ୍ରକାର ଶକ୍ତି ଓ ଆଧିପତ୍ୟରୁ ନିଜକୁ ମୁକ୍ତ କରିଛନ୍ତି ଓ ସେମାନଙ୍କୁ ବନ୍ଦୀ କରି ନିଜର ବିଜୟ ଶୋଭା ଯାତ୍ରାରେ ସର୍ବସାଧାରଣଙ୍କ ସମ୍ମୁଖରେ ସେମାନଙ୍କୁ ଉପହାସ୍ୟ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಕ್ ವಿರೊದ್ ಹೊವ್ನ್ ಹೊತ್ತ್ಯಾ ರಾಜಾಕ್ನಿ ಅನಿ ಅದಿಕಾರ್‍ಯಾಕ್ನಿ ಹಾರ್ವುನ್; ಖಾಲಿ ಹಾತಾನಿ ಕಾಯ್ಬಿ ನತ್ತ್ಯಾಂಚ್ಯಾ ಸಾರ್ಕೆ ಕರುನ್, ಕುರ್ಸಾಚ್ಯಾ ವೈನಾ ಹಾರ್ವುನ್ ಭಹಿರಂಗಾಕ್ ಹಾನ್ಲ್ಯಾನ್.