Colossians 2:16 — Compare Translations
7 translations compared side by side
Odia - 1840
"ତେଣୁ ୟିହୁଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)289 ବିଷୟ ରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ଵନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ କେହି ତୁମର ଖାଇବା, ପିଇବା, ପବିତ୍ର ତିଥି ବା ଅମାବାସ୍ୟା ଉତ୍ସବ, କିମ୍ବା ବିଶ୍ରାମବାର ବିଷୟରେ କୌଣସି ନିୟମ ପ୍ରସ୍ତୁତ ନ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟନିର୍ମିତ ନିୟମଗୁଡ଼ିକୁ ମାନ ନାହିଁ ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ) ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ, ಖಾತಲ್ಯಾ ಅನಿ ಫಿತಲ್ಯಾ ವಿಶಯಾತ್, ನಾತರ್ ತೆಂಚ್ಯಾ ಪದ್ದತಿಯಾಂಚಿ ಸನಾ, ಆಂವ್ಸೆಚೆ ಕಾರೆವ್, ಸಬ್ಬತಾಚಿ ದಿಸಾ, ಹ್ಯಾ ನಿಯಮಾ ಘೆವ್ನ್ ಕೊನ್ಬಿ ಝಡ್ತಿ ಕರುಚ್ ನ್ಹಯ್.