Colossians 2:17 — Compare Translations

7 translations compared side by side

Odia - 1840
"ପୂର୍ବ କାଳ ରେ ଏଗୁଡ଼ିକ ଭବିଷ୍ଯତ ରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାଯା ମାତ୍ର ଥିଲା। କିନ୍ତୁ ଯାହା ସବୁ ଘଟିବାକୁ ଥିଲା, ସଗେୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମସ୍ତ କେବଳ ଭବିଷ୍ୟତରେ ଘଟିବାକୁ ଯାଉଥିବା ବିଷୟର ଛାୟା ସ୍ୱରୂପ। ଖ୍ରୀଷ୍ଟ ହିଁ ସମସ୍ତ ବାସ୍ତବତାର ଆଧାର।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ସେହି ସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ಲ್ಯಾ ಕಾಲಾತ್ ಹಿ ಸಂಗ್ತಿಯಾ ಫಿಡೆ ಯೆತಲ್ಯಾ ದಿಸಾಚಿ ಸಾವ್ಳಿ ಹೊವ್ನ್ ಹೊತ್ತಿ, ತೆಂಚೆ ಖರೆಪಾನ್ ಕ್ರಿಸ್ತುಚ್.