Colossians 2:18 — Compare Translations
7 translations compared side by side
Odia - 1840
"କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ । ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ଵାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବିଶେଷ ଦର୍ଶନ, ଛଳ ନମ୍ରତା ଓ ସ୍ୱର୍ଗଦୂତ ପୂଜା ଉପରେ ଗୁରୁତ୍ୱ ଦେଇ ଆତ୍ମବଡ଼ିମା କରନ୍ତି, ସେମାନଙ୍କୁ ଦେଖି ତୁମ୍ଭେମାନେ ନିଜକୁ ହୀନ ମନେ କର ନାହିଁ। ଏହିପରି ଲୋକମାନେ ନିଜର ମାନବୀୟ ଚିନ୍ତା ଦ୍ୱାରା ଅହେତୁକ ଗର୍ବରେ ସ୍ଫୀତ ହୋଇଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ದೆವ್ ದುತಾಕ್ನಿ ಪುಜಾ ಕರ್ತಲೆ ಅನಿ ಲೈ ಶಾಂತ್ಪಾನಾಚೆ ಸಾರ್ಕೆ ನಾಟಕ್ ಕರುನ್ ದಾಕ್ವುತಲ್ಯಾತ್ ಬುಡುನ್ ಹಾತ್. ತಿ ಲೊಕಾ ಅಪ್ನಾಕ್ ದಿಸಲ್ಲ್ಯಾ ದರ್ಶನಾಚ್ಯಾ ವಿಶಯಾತ್ ಕನ್ನಾಬಿ ಬೊಲಿತ್ ರಾತಾನಾ “ತುಮಿ ಅಸ್ಲಿ ಕಾಮಾ ಕರ್ತಲ್ಯಾಸಾಟ್ನಿ ಚುಕಿದಾರ್ ಹೊಲ್ಯಾಸಿ” ಮನುನ್ ಲೊಕಾನಿ ತುಮ್ಚ್ಯಾ ವಿಶಯಾತ್ ಸಾಂಗುಕ್ ದಿವ್ನಕಾಸಿ. ತೆಂಚಿ ಜಗಾಚಿ ಯವ್ಜನ್ ತೆಂಕಾ ಕಾರನ್ ಸಾಂಗ್ತಾನಾ ಬಡಾಯಿನ್ ಫುಗಿ ಸಾರ್ಕೆ ಕರ್ತಾ.